Online Bible

- Advertisements -




ଆଦି ପୁସ୍ତକ 3:24 - ପବିତ୍ର ବାଇବଲ

24 ସଦାପ୍ରଭୁ ପରମେଶ୍ୱର ଏହିପରି ମନୁଷ୍ୟକୁ ତଡ଼ି ଦେଲେ। ପୁଣି ଅମୃତ ବୃକ୍ଷର ପଥ ପହରା ଦେବା ପାଇଁ ସେ କିରୁବଦୂତମାନଙ୍କୁ ଏବଂ ଗୋଟିଏ ଘୂର୍ଣ୍ଣାୟମାନ ଖ‌‌‌‌ଡ଼୍‌‌‌‌ଗ ଏଦନ ଉଦ୍ୟାନର ପ୍ରବେଶ ସ୍ଥାନରେ ରଖିଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

24 ଏହି ରୂପେ ସେ ଆଦମଙ୍କୁ ତଡ଼ିଦେଲେ; ପୁଣି ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ଼୍‍ଗ ସ୍ଥାପନ କଲେ।

See the chapter Copy

ଓଡିଆ ବାଇବେଲ

24 ଏହିରୂପେ ସେ ଆଦମଙ୍କୁ ତଡ଼ି ଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏହିରୂପେ ସେ ଆଦମଙ୍କୁ ତଡ଼ିଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବ ଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ।

See the chapter Copy




ଆଦି ପୁସ୍ତକ 3:24

Follow us:

Advertisements


Advertisements