ଆଦି ପୁସ୍ତକ 31:3 - ପବିତ୍ର ବାଇବଲ3 ସଦାପ୍ରଭୁ ଯାକୁବକୁ କହିଲେ, “ତୁମ୍ଭେ ଆପଣା ନିଜ ଦେଶର ଜ୍ଞାତିମାନଙ୍କ ନିକଟକୁ ଫେରିଯାଅ। ମୁଁ ତୁମ୍ଭ ସହିତ ରହିବି।” See the chapterପବିତ୍ର ବାଇବଲ (Re-edited) - (BSI)3 ଅନନ୍ତର ସଦାପ୍ରଭୁ ଯାକୁବକୁ କହିଲେ, ତୁମ୍ଭେ ଆପଣା ପୈତୃକ ଦେଶରେ ଜ୍ଞାତିମାନଙ୍କ ନିକଟକୁ ଫେରିଯାଅ, ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବା। See the chapterଓଡିଆ ବାଇବେଲ3 ଏଥିଉତ୍ତାରେ ସଦାପ୍ରଭୁ ଯାକୁବକୁ କହିଲେ, “ତୁମ୍ଭେ ଆପଣା ପୈତୃକ ଦେଶରେ ଜ୍ଞାତିମାନଙ୍କ ନିକଟକୁ ଫେରିଯାଅ, ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବା।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଥିଉତ୍ତାରେ ସଦାପ୍ରଭୁ ଯାକୁବକୁ କହିଲେ, “ତୁମ୍ଭେ ଆପଣା ପୈତୃକ ଦେଶରେ ଜ୍ଞାତିମାନଙ୍କ ନିକଟକୁ ଫେରିଯାଅ, ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବା।” See the chapter |