Online Bible

- Advertisements -




ଆଦି ପୁସ୍ତକ 31:5 - ପବିତ୍ର ବାଇବଲ

5 ଯାକୁବ ରାହେଲ ଓ ଲେୟାକୁ କହିଲେ, “ମୁଁ ଦେଖୁଛି ଯେ, ତୁମ୍ଭର ପିତା ମୋତେ ଯେପରି ବ୍ୟବହାର କରୁଥିଲେ ସେପରି କରୁ ନାହାନ୍ତି। କିନ୍ତୁ ମୋ’ ପିତାଙ୍କର ପରମେଶ୍ୱର ମୋ’ ସହିତ ଅଛନ୍ତି।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

5 ମୁଁ ଦେଖୁଅଛି, ତୁମ୍ଭମାନଙ୍କ ପିତାଙ୍କର ମୁଖ ମୋʼ ପ୍ରତି ପୂର୍ବ ପରି ନୁହେଁ; ମାତ୍ର ମୋହର ପୈତୃକ ପରମେଶ୍ଵର ମୋହର ସହାୟ ଅଟନ୍ତି।

See the chapter Copy

ଓଡିଆ ବାଇବେଲ

5 “ମୁଁ ଦେଖୁଅଛି, ତୁମ୍ଭମାନଙ୍କ ପିତାଙ୍କର ମୁଖ ମୋ’ ପ୍ରତି ପୂର୍ବ ପରି ନୁହେଁ; ମାତ୍ର ମୋହର ପୈତୃକ ପରମେଶ୍ୱର ମୋହର ସହାୟ ଅଟନ୍ତି।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 “ମୁଁ ଦେଖୁଅଛି, ତୁମ୍ଭମାନଙ୍କ ପିତାଙ୍କର ମୁଖ ମୋʼ ପ୍ରତି ପୂର୍ବ ପରି ନୁହେଁ; ମାତ୍ର ମୋହର ପୈତୃକ ପରମେଶ୍ୱର ମୋହର ସହାୟ ଅଟନ୍ତି।

See the chapter Copy




ଆଦି ପୁସ୍ତକ 31:5

Follow us:

Advertisements


Advertisements