Online Bible

- Advertisements -




ଆଦି ପୁସ୍ତକ 31:7 - ପବିତ୍ର ବାଇବଲ

7 ତୁମ୍ଭର ପିତା ମୋତେ ପ୍ରତାରଣା କଲେ। ତୁମ୍ଭର ପିତା ମୋର ବେତନ ଦଶ ଥର ବଦଳାଇଛନ୍ତି। କିନ୍ତୁ ସଦାପ୍ରଭୁ ମୋତେ ରକ୍ଷା କଲେ। ସେ ଲାବନକୁ ମୋର କ୍ଷତି କରିବାକୁ ଦେଲେ ନାହିଁ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

7 ତଥାପି ତୁମ୍ଭମାନଙ୍କ ପିତା ମୋତେ ପ୍ରବଞ୍ଚନା କରି ଦଶଥର ମୋହର ବର୍ତ୍ତନ ପରିବର୍ତ୍ତନ କରିଅଛନ୍ତି; ମାତ୍ର ପରମେଶ୍ଵର ତାଙ୍କୁ ମୋହର କ୍ଷତି କରିବାକୁ ଦେଇ ନାହାନ୍ତି।

See the chapter Copy

ଓଡିଆ ବାଇବେଲ

7 ତଥାପି ତୁମ୍ଭମାନଙ୍କ ପିତା ମୋତେ ପ୍ରବଞ୍ଚନା କରି ଦଶଥର ମୋହର ବେତନ ପରିବର୍ତ୍ତନ କରିଅଛନ୍ତି; ମାତ୍ର ପରମେଶ୍ୱର ତାଙ୍କୁ ମୋହର କ୍ଷତି କରିବାକୁ ଦେଇ ନାହାନ୍ତି।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତଥାପି ତୁମ୍ଭମାନଙ୍କ ପିତା ମୋତେ ପ୍ରବଞ୍ଚନା କରି ଦଶ ଥର ମୋହର ବେତନ ପରିବର୍ତ୍ତନ କରିଅଛନ୍ତି; ମାତ୍ର ପରମେଶ୍ୱର ତାଙ୍କୁ ମୋହର କ୍ଷତି କରିବାକୁ ଦେଇ ନାହାନ୍ତି।

See the chapter Copy




ଆଦି ପୁସ୍ତକ 31:7

Follow us:

Advertisements


Advertisements