ଆଦି ପୁସ୍ତକ 32:3 - ପବିତ୍ର ବାଇବଲ3 ଯାକୁବଙ୍କ ଭାଇ ଏଷୌ ସେୟୀର ଅଞ୍ଚଳରେ ବାସ କରୁଥିଲେ। ସେ ଅଞ୍ଚଳ ଥିଲା ଇଦୋମର ପର୍ବତମୟ ଦେଶ। ଯାକୁବ ଏଷୌ ନିକଟକୁ ଦୂତ ପଠାଇଲେ। See the chapterପବିତ୍ର ବାଇବଲ (Re-edited) - (BSI)3 ତହିଁ ଉତ୍ତାରୁ ଯାକୁବ ଆପଣା ଆଗେ ସେୟୀର ଦେଶସ୍ଥ ଇଦୋମ ଅଞ୍ଚଳରେ ଭ୍ରାତା ଏଷୌ ନିକଟକୁ ଦୂତମାନଙ୍କୁ ପ୍ରେରଣ କଲା। See the chapterଓଡିଆ ବାଇବେଲ3 ତହିଁ ଉତ୍ତାରୁ ଯାକୁବ ଆପଣା ଆଗେ ସେୟୀର ଦେଶସ୍ଥ ଇଦୋମ ଅଞ୍ଚଳରେ ଭ୍ରାତା ଏଷୌ ନିକଟକୁ ଦୂତମାନଙ୍କୁ ପ୍ରେରଣ କଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହିଁ ଉତ୍ତାରେ ଯାକୁବ ଆପଣା ଆଗେ ସେୟୀର ଦେଶସ୍ଥ ଇଦୋମ ଅଞ୍ଚଳରେ ଭ୍ରାତା ଏଷୌ ନିକଟକୁ ଦୂତମାନଙ୍କୁ ପ୍ରେରଣ କଲା। See the chapter |