ଆଦି ପୁସ୍ତକ 32:8 - ପବିତ୍ର ବାଇବଲ8 ଯାକୁବ ଚିନ୍ତା କଲେ, “ଯଦି ଏଷୌ ଆସି ଗୋଟିଏ ଦଳକୁ ବିନାଶ କରେ, ତେବେ ଅନ୍ୟ ଦଳ ଦୌଡ଼ିଯାଇ ଜୀବନ ରକ୍ଷା କରିବେ।” See the chapterପବିତ୍ର ବାଇବଲ (Re-edited) - (BSI)8 ଏଷୌ ଆସି ଯେବେ ଏକ ଦଳକୁ ପ୍ରହାର କରିବ, ତଥାପି ଅନ୍ୟ ଦଳ ବଞ୍ଚି ପଳାଇ ଯିବେ; See the chapterଓଡିଆ ବାଇବେଲ8 “ଏଷୌ ଆସି ଯଦି ଏକ ଦଳକୁ ପ୍ରହାର କରିବ, ତଥାପି ଅନ୍ୟ ଦଳ ବଞ୍ଚି ପଳାଇ ଯିବେ,” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 “ଏଷୌ ଆସି ଯଦି ଏକ ଦଳକୁ ପ୍ରହାର କରିବ, ତଥାପି ଅନ୍ୟ ଦଳ ବଞ୍ଚି ପଳାଇଯିବେ,” See the chapter |