ଆଦି ପୁସ୍ତକ 33:7 - ପବିତ୍ର ବାଇବଲ7 ଏହା ପରେ ଲେୟା ଏବଂ ତାଙ୍କର ସନ୍ତାନଗଣ ଏଷୌକୁ ପ୍ରଣାମ କଲେ। ଏବଂ ଏହା ପରେ ରାହେଲ ଓ ଯୋଷେଫ ଏଷୌ ନିକଟକୁ ଯାଇ ପ୍ରଣାମ କଲେ। See the chapterପବିତ୍ର ବାଇବଲ (Re-edited) - (BSI)7 ତହିଁ ପଛେ ଲେୟା ଓ ତାହାର ସନ୍ତାନମାନେ ଆସି ପ୍ରଣାମ କଲେ; ସର୍ବଶେଷରେ ଯୋଷେଫ ଓ ରାହେଲ ନିକଟକୁ ଆସି ପ୍ରଣାମ କଲେ। See the chapterଓଡିଆ ବାଇବେଲ7 ତହିଁ ପଛେ ଲେୟା ଓ ତାହାର ସନ୍ତାନମାନେ ଆସି ପ୍ରଣାମ କଲେ; ସର୍ବଶେଷରେ ଯୋଷେଫ ଓ ରାହେଲ ନିକଟକୁ ଆସି ପ୍ରଣାମ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହିଁ ପଛେ ଲେୟା ଓ ତାହାର ସନ୍ତାନମାନେ ଆସି ପ୍ରଣାମ କଲେ; ସର୍ବଶେଷରେ ଯୋଷେଫ ଓ ରାହେଲ ନିକଟକୁ ଆସି ପ୍ରଣାମ କଲେ। See the chapter |