ଆଦି ପୁସ୍ତକ 33:9 - ପବିତ୍ର ବାଇବଲ9 କିନ୍ତୁ ଏଷୌ କହିଲେ, “ତୁମ୍ଭର ମୋତେ କିଛି ଉପହାର ଦେବା ଦରକାର ନାହିଁ, ଭାଇ ମୋ’ ପାଇଁ ବହୁତ ଅଛି।” See the chapterପବିତ୍ର ବାଇବଲ (Re-edited) - (BSI)9 ତହୁଁ ଏଷୌ କହିଲା, ମୋହର ଯଥେଷ୍ଟ ଅଛି; ଭାଇ, ତୁମ୍ଭର ଯାହା ଅଛି, ତାହା ତୁମ୍ଭର ଥାଉ। See the chapterଓଡିଆ ବାଇବେଲ9 ତହୁଁ ଏଷୌ କହିଲା, “ମୋହର ଯଥେଷ୍ଟ ଅଛି; ଭାଇ, ତୁମ୍ଭର ଯାହା ଅଛି, ତାହା ତୁମ୍ଭର ଥାଉ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହୁଁ ଏଷୌ କହିଲା, “ମୋହର ଯଥେଷ୍ଟ ଅଛି; ଭାଇ, ତୁମ୍ଭର ଯାହା ଅଛି, ତାହା ତୁମ୍ଭର ଥାଉ।” See the chapter |