ଆଦି ପୁସ୍ତକ 34:2 - ପବିତ୍ର ବାଇବଲ2 ସେହି ଦେଶର ରାଜା ଥିଲେ ହମୋର। ତାଙ୍କର ପୁତ୍ର ଶିଖିମ ଦୀଣାକୁ ଦେଖିଲା। ଶିଖିମ ଦୀଣାକୁ ବଳପୂର୍ବକ ନେଇଗଲା ଏବଂ ତାକୁ ଧର୍ଷଣ କଲା। See the chapterପବିତ୍ର ବାଇବଲ (Re-edited) - (BSI)2 ତହିଁରେ ହିବ୍ବୀୟ ହମୋର ନାମକ ଦେଶାଧିପତିର ପୁତ୍ର ଶିଖିମ ତାହାକୁ ଦେଖିଲା; ପୁଣି ତାହାକୁ ନେଇ ତାହା ସହିତ ଶୟନ କରି ତାହାକୁ ଭ୍ରଷ୍ଟା କଲା। See the chapterଓଡିଆ ବାଇବେଲ2 ତହିଁରେ ହିବ୍ବୀୟ ହମୋର ନାମକ ଦେଶାଧିପତିର ପୁତ୍ର ଶିଖିମ ତାହାକୁ ଦେଖିଲା; ପୁଣି, ତାହାକୁ ନେଇ ତାହା ସହିତ ଶୟନ କରି ତାହାକୁ ଭ୍ରଷ୍ଟା କଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ହିବ୍ବୀୟ ହମୋର ନାମକ ଦେଶାଧିପତିର ପୁତ୍ର ଶିଖିମ ତାହାକୁ ଦେଖିଲା; ପୁଣି, ତାହାକୁ ନେଇ ତାହା ସହିତ ଶୟନ କରି ତାହାକୁ ଭ୍ରଷ୍ଟା କଲା। See the chapter |