ଆଦି ପୁସ୍ତକ 34:22 - ପବିତ୍ର ବାଇବଲ22 ସେମାନେ ଆମ୍ଭମାନଙ୍କୁ ଗ୍ରହଣ କରିବା ପାଇଁ ଏବଂ ଆମ୍ଭମାନଙ୍କ ମଧ୍ୟରେ ବାସ କରିବା ପାଇଁ ଗୋଟିଏ କଥା ଆମ୍ଭ ସମସ୍ତଙ୍କୁ କରିବାକୁ ହେବ। ସେମାନଙ୍କ ପରି ଆମ୍ଭମାନଙ୍କୁ ସୁନ୍ନତ ହେବାକୁ ପଡ଼ିବ। See the chapterପବିତ୍ର ବାଇବଲ (Re-edited) - (BSI)22 ମାତ୍ର ସେମାନଙ୍କର ଏହି ଏକ ପଣ ଅଛି, କି ଆମ୍ଭମାନଙ୍କ ମଧ୍ୟରେ ପ୍ରତ୍ୟେକ ପୁରୁଷ ଯେବେ ସେମାନଙ୍କ ପରି ସୁନ୍ନତ ହେବ, ତେବେ ସେମାନେ ଆମ୍ଭମାନଙ୍କ ସଙ୍ଗରେ ବାସ କରି ଏକ-ଲୋକ ହେବାକୁ ସମ୍ମତ ହେବେ। See the chapterଓଡିଆ ବାଇବେଲ22 ମାତ୍ର ସେମାନଙ୍କର ଏହି ଏକ ପଣ ଅଛି, କି ଆମ୍ଭମାନଙ୍କ ମଧ୍ୟରେ ପ୍ରତ୍ୟେକ ପୁରୁଷ ଯଦି ସେମାନଙ୍କ ପରି ସୁନ୍ନତ ହେବ, ତେବେ ସେମାନେ ଆମ୍ଭମାନଙ୍କ ସଙ୍ଗରେ ବାସ କରି ଏକ-ଲୋକ ହେବାକୁ ସମ୍ମତ ହେବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ମାତ୍ର ସେମାନଙ୍କର ଏହି ଏକ ପଣ ଅଛି, କି ଆମ୍ଭମାନଙ୍କ ମଧ୍ୟରେ ପ୍ରତ୍ୟେକ ପୁରୁଷ ଯଦି ସେମାନଙ୍କ ପରି ସୁନ୍ନତ ହେବ, ତେବେ ସେମାନେ ଆମ୍ଭମାନଙ୍କ ସଙ୍ଗରେ ବାସ କରି ଏକ-ଲୋକ ହେବାକୁ ସମ୍ମତ ହେବେ। See the chapter |