Online Bible

- Advertisements -




ଆଦି ପୁସ୍ତକ 35:9 - ପବିତ୍ର ବାଇବଲ

9 ଯେତେବେଳେ ଯାକୁବ ପଦ୍ଦନ୍-ଅରାମକୁ ଫେରିଲେ ପରମେଶ୍ୱର ତାଙ୍କୁ ପୁନର୍ବାର ଦେଖା ଦେଲେ। ପରମେଶ୍ୱର ଯାକୁବଙ୍କୁ ଆଶୀର୍ବାଦ କଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

9 ଅନନ୍ତର ଯାକୁବ ପଦ୍ଦନ୍ ଅରାମଠାରୁ ବାହୁଡ଼ି ଆସନ୍ତେ, ପରମେଶ୍ଵର ପୁନର୍ବାର ଦର୍ଶନ ଦେଇ ତାଙ୍କୁ ଆଶୀର୍ବାଦ କଲେ।

See the chapter Copy

ଓଡିଆ ବାଇବେଲ

9 ଏଥିଉତ୍ତାରେ ଯାକୁବ ପଦ୍ଦନ୍‍ ଅରାମଠାରୁ ବାହୁଡ଼ି ଆସନ୍ତେ, ପରମେଶ୍ୱର ପୁନର୍ବାର ଦର୍ଶନ ଦେଇ ତାଙ୍କୁ ଆଶୀର୍ବାଦ କଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଥିଉତ୍ତାରେ ଯାକୁବ ପଦ୍ଦନ୍‍ ଅରାମଠାରୁ ବାହୁଡ଼ି ଆସନ୍ତେ, ପରମେଶ୍ୱର ପୁନର୍ବାର ଦର୍ଶନ ଦେଇ ତାଙ୍କୁ ଆଶୀର୍ବାଦ କଲେ।

See the chapter Copy




ଆଦି ପୁସ୍ତକ 35:9

Follow us:

Advertisements


Advertisements