Online Bible

- Advertisements -




ଆଦି ପୁସ୍ତକ 36:40 - ପବିତ୍ର ବାଇବଲ

40 ଏଷୌଠାରୁ ଉତ୍ପନ୍ନ ପୁଣି ଗୋଷ୍ଠୀ, ସ୍ଥାନ ଓ ନାମ ଭେଦାନୁସାରେ ଯେଉଁ ରାଜାମାନେ ଥିଲେ, ସେମାନେ ହେଲେ: ମୂଖ୍ୟ ତିମ୍ନା, ମୂଖ୍ୟ ଅ‌ଳ୍‌ବା ଓ

See the chapter Copy

ପବିତ୍ର ବାଇବଲ (Re-edited) - (BSI)

40 ଏଷୌଠାରୁ ଉତ୍ପନ୍ନ, ପୁଣି ଗୋଷ୍ଠୀ ଓ ସ୍ଥାନ ଓ ନାମ ଭେଦାନୁସାରେ ଯେଉଁ ଯେଉଁ ରାଜା ଥିଲେ, ସେମାନଙ୍କ ନାମାବଳୀ; ଯଥା, ରାଜା ତିମ୍ନା ଓ ରାଜା ଅଳ୍ବା ଓ ରାଜା ଯିଥେତ୍।

See the chapter Copy

ଓଡିଆ ବାଇବେଲ

40 ଏଷୌଠାରୁ ଉତ୍ପନ୍ନ, ପୁଣି, ଗୋଷ୍ଠୀ ଓ ସ୍ଥାନ ଓ ନାମ ଭେଦାନୁସାରେ ଯେଉଁ ଯେଉଁ ରାଜା ଥିଲେ, ସେମାନଙ୍କ ନାମାବଳୀ; ଯଥା, ରାଜା ତିମ୍ନା ଓ ରାଜା ଅଳ୍‍ବା ଓ ରାଜା ଯିଥେତ୍‍।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ଏଷୌଠାରୁ ଉତ୍ପନ୍ନ, ପୁଣି, ଗୋଷ୍ଠୀ ଓ ସ୍ଥାନ ଓ ନାମ ଭେଦାନୁସାରେ ଯେଉଁ ଯେଉଁ ରାଜା ଥିଲେ, ସେମାନଙ୍କ ନାମାବଳୀ; ଯଥା, ରାଜା ତିମ୍ନା ଓ ରାଜା ଅଳ୍‍ବା ଓ ରାଜା ଯିଥେତ୍‍।

See the chapter Copy




ଆଦି ପୁସ୍ତକ 36:40

Follow us:

Advertisements


Advertisements