ଆଦି ପୁସ୍ତକ 38:5 - ପବିତ୍ର ବାଇବଲ5 ଏହା ପରେ ସେ ଆଉ ଏକ ପୁତ୍ରକୁ ଜନ୍ମ ଦେଲା ଏବଂ ତା'ର ନାମ ଦେଲେ ଶେଲା। ଯିହୁଦାର ତୃତୀୟ ପୁତ୍ର ଜନ୍ମ ସମୟରେ ସେ କଷୀବରେ ଥିଲା। See the chapterପବିତ୍ର ବାଇବଲ (Re-edited) - (BSI)5 ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି ତାହାର ନାମ ଶେଲା ଦେଲା। ଏହାର ଜନ୍ମ ସମୟରେ ଯିହୁଦା କଷୀବରେ ଥିଲା। See the chapterଓଡିଆ ବାଇବେଲ5 ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି ତାହାର ନାମ ଶେଲା ଦେଲା। ଏହାର ଜନ୍ମ ସମୟରେ ଯିହୁଦା କଷୀବରେ ଥିଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି ତାହାର ନାମ ଶେଲା ଦେଲା। ଏହାର ଜନ୍ମ ସମୟରେ ଯିହୁଦା କଷୀବରେ ଥିଲା। See the chapter |