ଆଦି ପୁସ୍ତକ 38:9 - ପବିତ୍ର ବାଇବଲ9 ଓନନ ଜାଣିଥିଲା ଯେ ସେ ସନ୍ତାନ ତା'ର ବଂଶ ହେବ ନାହିଁ, ତେଣୁ ସେ ସହବାସ ସମୟରେ ଭୂମିରେ ରେତଃପାତ କଲା। See the chapterପବିତ୍ର ବାଇବଲ (Re-edited) - (BSI)9 ମାତ୍ର ସେହି ବଂଶ ଆପଣାର ହେବ ନାହିଁ, ଏହା ବୁଝି ଓନନ୍ ଭ୍ରାତୃଭାର୍ଯ୍ୟାର ସଙ୍ଗମ କାଳେ ଭ୍ରାତୃବଂଶ ଉତ୍ପନ୍ନ କରିବା ଅନିଚ୍ଛାରେ ଭୂମିରେ ରେତଃପାତ କଲା। See the chapterଓଡିଆ ବାଇବେଲ9 ମାତ୍ର ସେହି ବଂଶ ଆପଣାର ହେବ ନାହିଁ, ଏହା ବୁଝି ଓନନ୍ ଭ୍ରାତୃଭାର୍ଯ୍ୟାର ସଙ୍ଗମ କାଳେ ଭ୍ରାତୃବଂଶ ଉତ୍ପନ୍ନ କରିବା ଅନିଚ୍ଛାରେ ଭୂମିରେ ରେତଃପାତ କଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମାତ୍ର ସେହି ବଂଶ ଆପଣାର ହେବ ନାହିଁ, ଏହା ବୁଝି ଓନନ୍ ଭ୍ରାତୃଭାର୍ଯ୍ୟାର ସଙ୍ଗମ କାଳେ ଭ୍ରାତୃବଂଶ ଉତ୍ପନ୍ନ କରିବା ଅନିଚ୍ଛାରେ ଭୂମିରେ ରେତଃପାତ କଲା। See the chapter |