ଆଦି ପୁସ୍ତକ 39:4 - ପବିତ୍ର ବାଇବଲ4 ପୋଟୀଫର ଯୋଷେଫଙ୍କୁ ପାଇ ବହୁତ ଖୁସୀ ହେଲେ। ସେ ଯୋଷେଫକୁ ଆପଣାର ଗୃହାଧ୍ୟକ୍ଷ କରି ତାଙ୍କର ହସ୍ତରେ ସର୍ବଶ୍ୱ ସମର୍ପଣ କଲେ। See the chapterପବିତ୍ର ବାଇବଲ (Re-edited) - (BSI)4 ଏଣୁ ଯୋଷେଫ ତାହାର ଦୃଷ୍ଟିରେ ଅନୁଗ୍ରହ ପାଇ ତାହାର ସେବାରେ ନିଯୁକ୍ତ ହେଲେ, ପୁଣି ସେ ଯୋଷେଫଙ୍କୁ ଆପଣାର ଗୃହାଧ୍ୟକ୍ଷ କରି ତାଙ୍କର ହସ୍ତରେ ସର୍ବସ୍ଵ ସମର୍ପଣ କଲା। See the chapterଓଡିଆ ବାଇବେଲ4 ଏଣୁ ଯୋଷେଫ ତାହାର ଦୃଷ୍ଟିରେ ଅନୁଗ୍ରହ ପାଇ ତାହାର ସେବାରେ ନିଯୁକ୍ତ ହେଲେ, ପୁଣି, ସେ ଯୋଷେଫଙ୍କୁ ଆପଣାର ଗୃହାଧ୍ୟକ୍ଷ କରି ତାଙ୍କର ହସ୍ତରେ ସର୍ବସ୍ୱ ସମର୍ପଣ କଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଣୁ ଯୋଷେଫ ତାହାର ଦୃଷ୍ଟିରେ ଅନୁଗ୍ରହ ପାଇ ତାହାର ସେବାରେ ନିଯୁକ୍ତ ହେଲେ, ପୁଣି, ସେ ଯୋଷେଫଙ୍କୁ ଆପଣାର ଗୃହାଧ୍ୟକ୍ଷ କରି ତାଙ୍କର ହସ୍ତରେ ସର୍ବସ୍ୱ ସମର୍ପଣ କଲା। See the chapter |