Online Bible

- Advertisements -




ଆଦି ପୁସ୍ତକ 39:7 - ପବିତ୍ର ବାଇବଲ

7 କିଛି ଦିନ ପରେ ଯୋଷେଫଙ୍କର ମୁନିବର ସ୍ତ୍ରୀ ଯୋଷେଫଙ୍କୁ ନଜର ପକେଇବାକୁ ଲାଗିଲା। ଦିନେ ସେହି ସ୍ତ୍ରୀ ଯୋଷେଫକୁ ଅନୁରୋଧ କଲା, “ମୋ’ ସହିତ ଶୟନ କର।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

7 ଆଉ ଉକ୍ତ ଘଟଣା ଉତ୍ତାରେ ତାଙ୍କର ପ୍ରଭୁର ଭାର୍ଯ୍ୟା ଯୋଷେଫଙ୍କ ଉପରେ ଦୃଷ୍ଟି ପକାଇବାକୁ ଲାଗିଲା; ତହୁଁ ତାଙ୍କୁ କହିଲା, ତୁମ୍ଭେ ମୋʼ ସଙ୍ଗେ ଶୟନ କର।

See the chapter Copy

ଓଡିଆ ବାଇବେଲ

7 ଆଉ ଉକ୍ତ ଘଟଣା ଉତ୍ତାରେ ତାଙ୍କର ପ୍ରଭୁର ଭାର୍ଯ୍ୟା ଯୋଷେଫଙ୍କ ଉପରେ ଦୃଷ୍ଟି ପକାଇବାକୁ ଲାଗିଲା; ତହୁଁ ତାଙ୍କୁ କହିଲା, “ତୁମ୍ଭେ ମୋ’ ସଙ୍ଗେ ଶୟନ କର।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ ଉକ୍ତ ଘଟଣା ଉତ୍ତାରେ ତାଙ୍କର ପ୍ରଭୁର ଭାର୍ଯ୍ୟା ଯୋଷେଫଙ୍କ ଉପରେ ଦୃଷ୍ଟି ପକାଇବାକୁ ଲାଗିଲା; ତହୁଁ ତାଙ୍କୁ କହିଲା, “ତୁମ୍ଭେ ମୋʼ ସଙ୍ଗେ ଶୟନ କର।”

See the chapter Copy




ଆଦି ପୁସ୍ତକ 39:7

Follow us:

Advertisements


Advertisements