ଆଦି ପୁସ୍ତକ 39:8 - ପବିତ୍ର ବାଇବଲ8 କିନ୍ତୁ ଯୋଷେଫ ମନା କରି କହିଲେ, “ଦେଖ ଏ ଗୃହରେ ଯାହା ଅଛି ମୋ’ ମୁନିବ ତହିଁର ତତ୍ତ୍ୱ ନିଅନ୍ତି ନାହିଁ। ସେ ମୋ’ ହସ୍ତରେ ଆପଣାର ସର୍ବଶ୍ୱ ସମର୍ପଣ କରିଛନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)8 ମାତ୍ର ଯୋଷେଫ ଅସ୍ଵୀକାର କରି ଆପଣା ପ୍ରଭୁର ଭାର୍ଯ୍ୟାକୁ କହିଲେ, ଦେଖ, ଏ ଗୃହରେ ମୋʼ ଜିମା ଯାହା ଅଛି, ମୋʼ ପ୍ରଭୁ ତହିଁର ତତ୍ତ୍ଵ ନିଅନ୍ତି ନାହିଁ, ସେ ମୋʼ ହସ୍ତରେ ଆପଣାର ସର୍ବସ୍ଵ ସମର୍ପଣ କରିଅଛନ୍ତି। See the chapterଓଡିଆ ବାଇବେଲ8 ମାତ୍ର ଯୋଷେଫ ଅସ୍ୱୀକାର କରି ଆପଣା ପ୍ରଭୁର ଭାର୍ଯ୍ୟାକୁ କହିଲେ, “ଦେଖ, ଏ ଗୃହରେ ଯାହା ଅଛି ମୋ’ ପ୍ରଭୁ ତହିଁର ତତ୍ତ୍ୱ ନିଅନ୍ତି ନାହିଁ, ସେ ମୋ’ ହସ୍ତରେ ଆପଣାର ସର୍ବସ୍ୱ ସମର୍ପଣ କରିଅଛନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମାତ୍ର ଯୋଷେଫ ଅସ୍ୱୀକାର କରି ଆପଣା ପ୍ରଭୁର ଭାର୍ଯ୍ୟାକୁ କହିଲେ, “ଦେଖ, ଏ ଗୃହରେ ଯାହା ଅଛି ମୋʼ ପ୍ରଭୁ ତହିଁର ତତ୍ତ୍ୱ ନିଅନ୍ତି ନାହିଁ, ସେ ମୋʼ ହସ୍ତରେ ଆପଣାର ସର୍ବସ୍ୱ ସମର୍ପଣ କରିଅଛନ୍ତି। See the chapter |