ଆଦି ପୁସ୍ତକ 4:11 - ପବିତ୍ର ବାଇବଲ11 ଭୂମିରେ ତୁମ୍ଭ ଭାଇର ରକ୍ତ ଢାଳିଲ। ସେଥିପାଇଁ ତୁମ୍ଭେ ଅଭିଶପ୍ତ ହେଲ ଏବଂ ତୁମ୍ଭକୁ ଭୂମିରୁ ବାହାର କରାଯିବ। See the chapterପବିତ୍ର ବାଇବଲ (Re-edited) - (BSI)11 ଏ ନିମନ୍ତେ ଯେଉଁ ଭୂମି ତୁମ୍ଭ ହସ୍ତରୁ ତୁମ୍ଭ ଭାଇର ରକ୍ତ ଗ୍ରହଣାର୍ଥେ ଆପଣା ମୁଖ ମୁକ୍ତ କରିଅଛି, ସେହି ଭୂମିରେ ଏବେ ତୁମ୍ଭେ ଶାପଗ୍ରସ୍ତ ହେଲ; See the chapterଓଡିଆ ବାଇବେଲ11 ଏଥିନିମନ୍ତେ ଯେଉଁ ଭୂମି ତୁମ୍ଭ ହସ୍ତରୁ ତୁମ୍ଭ ଭାଇର ରକ୍ତ ଗ୍ରହଣାର୍ଥେ ଆପଣା ମୁଖ ମୁକ୍ତ କରିଅଛି, ସେହି ଭୂମିରେ ଏବେ ତୁମ୍ଭେ ଶାପଗ୍ରସ୍ତ ହେଲ; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଥିନିମନ୍ତେ ଯେଉଁ ଭୂମି ତୁମ୍ଭ ହସ୍ତରୁ ତୁମ୍ଭ ଭାଇର ରକ୍ତ ଗ୍ରହଣାର୍ଥେ ଆପଣା ମୁଖ ମୁକ୍ତ କରିଅଛି, ସେହି ଭୂମିରେ ଏବେ ତୁମ୍ଭେ ଶାପଗ୍ରସ୍ତ ହେଲ; See the chapter |