ଆଦି ପୁସ୍ତକ 4:15 - ପବିତ୍ର ବାଇବଲ15 ଏହା ପରେ ସଦାପ୍ରଭୁ କୟିନକୁ କହିଲେ, “ମୁଁ ଏପରି ଘଟିବାକୁ ଦେବି ନାହିଁ! ଯଦି କୌଣସି ଲୋକ ତୁମ୍ଭକୁ ହତ୍ୟା କରେ, ତେବେ ମୁଁ ତାକୁ ଅଧିକରୁ ଅଧିକ ଦଣ୍ଡ ବିଧାନ କରିବି।” ଏହା ପରେ ସଦାପ୍ରଭୁ ପରମେଶ୍ୱର କୟିନକୁ ଏକ ଚିହ୍ନ ଦେଲେ। ଚିହ୍ନଟି ଦର୍ଶାଇଲା ଯେ, କେହି ତାକୁ ମାରିବା ଉଚିତ୍ ନୁହେଁ। See the chapterପବିତ୍ର ବାଇବଲ (Re-edited) - (BSI)15 ଆଉ ସଦାପ୍ରଭୁ ତାଙ୍କୁ କହିଲେ, ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତଗୁଣ ଦଣ୍ତ ହେବ। ପୁଣି କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ। See the chapterଓଡିଆ ବାଇବେଲ15 ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତ ଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ। See the chapter |