ଆଦି ପୁସ୍ତକ 4:24 - ପବିତ୍ର ବାଇବଲ24 ଯେବେ କୟିନର ହତ୍ୟାର ପ୍ରତିଶୋଧ ବହୁତ ହେବ। ତେବେ ମୋତେ ହତ୍ୟା କରିବାର ଦଣ୍ଡ ତା'ଠାରୁ ଅନେକ ଗୁଣରେ କଠୋର ହେବ।” See the chapterପବିତ୍ର ବାଇବଲ (Re-edited) - (BSI)24 ଯେବେ କୟିନର ବଧର ପ୍ରତିଫଳ ସାତଗୁଣ ହୁଏ, ତେବେ ଲେମକର ପ୍ରତିଫଳ ସତସ୍ତରି ଗୁଣ ନିଶ୍ଚୟ ହେବ। See the chapterଓଡିଆ ବାଇବେଲ24 ଯଦି କୟିନର ବଧର ପ୍ରତିଫଳ ସାତଗୁଣ ହୁଏ, ତେବେ ଲେମକର ପ୍ରତିଫଳ ସତସ୍ତରି ଗୁଣ ନିଶ୍ଚୟ ହେବ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଯଦି କୟିନର ବଧର ପ୍ରତିଫଳ ସାତ ଗୁଣ ହୁଏ, ତେବେ ଲେମକର ପ୍ରତିଫଳ ସତସ୍ତରି ଗୁଣ ନିଶ୍ଚୟ ହେବ।” See the chapter |