Online Bible

- Advertisements -

ଆଦି ପୁସ୍ତକ 4:26 - ପବିତ୍ର ବାଇବଲ

26 ଶେଥର ଏକ ପୁତ୍ର ଥିଲା, ସେ ତା'ର ନାମ ଈନୋଶ ଦେଇଥିଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କରିବାକୁ ଆରମ୍ଭ କଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

26 ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ।

See the chapter Copy

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ।

See the chapter Copy

ଆଦି ପୁସ୍ତକ 4:26

Follow us:

Advertisements

Advertisements