ଆଦି ପୁସ୍ତକ 4:5 - ପବିତ୍ର ବାଇବଲ5 କିନ୍ତୁ ସଦାପ୍ରଭୁ କୟିନକୁ ଓ ତାହାର ନୈବେଦ୍ୟକୁ ଗ୍ରହଣ କଲେ ନାହିଁ। ଏଣୁ କୟିନ ବହୁତ କ୍ରୋଧ ଏବଂ ଦୁଃଖ କଲା। See the chapterପବିତ୍ର ବାଇବଲ (Re-edited) - (BSI)5 ମାତ୍ର କୟିନଙ୍କୁ ଓ ତାଙ୍କର ନୈବେଦ୍ୟକୁ ସେ ଅଗ୍ରାହ୍ୟ କଲେ। ଏହେତୁ କୟିନ ଅତି କ୍ରୋଧ କରି ଅଧୋମୁଖ ହେଲେ। See the chapterଓଡିଆ ବାଇବେଲ5 ମାତ୍ର କୟିନଙ୍କୁ ଓ ତାଙ୍କର ନୈବେଦ୍ୟକୁ ସେ ଅଗ୍ରାହ୍ୟ କଲେ। ଏହେତୁ କୟିନ ଅତି କ୍ରୋଧ କରି ଦୁଃଖିତ ହେଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମାତ୍ର କୟିନଙ୍କୁ ଓ ତାଙ୍କର ନୈବେଦ୍ୟକୁ ସେ ଅଗ୍ରାହ୍ୟ କଲେ। ଏହେତୁ କୟିନ ଅତି କ୍ରୋଧ କରି ଦୁଃଖିତ ହେଲେ। See the chapter |