ଆଦି ପୁସ୍ତକ 4:8 - ପବିତ୍ର ବାଇବଲ8 କୟିନ ତା'ର ଭାଇ ହେବଲକୁ କହିଲା, “ଗ୍ଭଲ କ୍ଷେତକୁ ଯିବା।” ତେଣୁ କୟିନ ଏବଂ ହେବଲ କ୍ଷେତକୁ ବାହାରି ଗଲେ। ଏହା ପରେ କୟିନ ହେବଲକୁ ଆକ୍ରମଣ କରି ହତ୍ୟା କଲା। See the chapterପବିତ୍ର ବାଇବଲ (Re-edited) - (BSI)8 ଅନନ୍ତର କୟିନ ଆପଣା ଭାଇ ହେବଲ ସହିତ କଥାବାର୍ତ୍ତା କଲେ। ତହୁଁ ସେମାନେ କ୍ଷେତରେ ଥିବା ବେଳେ କୟିନ ଆପଣା ଭାଇ ହେବଲଙ୍କୁ ଆକ୍ରମଣ କରି ବଧ କଲେ। See the chapterଓଡିଆ ବାଇବେଲ8 ଏଥିଉତ୍ତାରେ କୟିନ ଆପଣା ଭାଇ ହେବଲ ସହିତ କଥାବାର୍ତ୍ତା କଲେ। ତହୁଁ ସେମାନେ କ୍ଷେତରେ ଥିବା ବେଳେ କୟିନ ଆପଣା ଭାଇ ହେବଲଙ୍କୁ ଆକ୍ରମଣ କରି ବଧ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିଉତ୍ତାରେ କୟିନ ଆପଣା ଭାଇ ହେବଲ ସହିତ କଥାବାର୍ତ୍ତା କଲେ। ତହୁଁ ସେମାନେ କ୍ଷେତରେ ଥିବା ବେଳେ କୟିନ ଆପଣା ଭାଇ ହେବଲଙ୍କୁ ଆକ୍ରମଣ କରି ବଧ କଲେ। See the chapter |