Online Bible

- Advertisements -




ଆଦି ପୁସ୍ତକ 40:16 - ପବିତ୍ର ବାଇବଲ

16 ପ୍ରଧାନ ସୂପକାର ଦେଖିଲା ଅନ୍ୟ ଭୃତ୍ୟର ସ୍ୱପ୍ନର ଉତ୍ତରଟି ଉତ୍ତମ ଅର୍ଥ ଥିଲା। ତେଣୁ ସୂପକାର ଯୋଷେଫକୁ କହିଲା, “ମୁଁ ମଧ୍ୟ ଏକ ସ୍ୱପ୍ନ ଦେଖିଲି। ମୋର ସ୍ୱପ୍ନରେ ମୋ’ ମସ୍ତକ ଉପରେ ତିନୋଟି ଶୀଷା ଡାଲା ଥିଲା।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

16 ତହିଁରେ ସେ ଉତ୍ତମ ଅର୍ଥ କଲେ, ପ୍ରଧାନ ସୂପକାର ଏହା ଦେଖି ଯୋଷେଫଙ୍କୁ କହିଲା, ମୁଁ ମଧ୍ୟ ସ୍ଵପ୍ନ ଦେଖିଅଛି; ଦେଖ, ମୋʼ ମସ୍ତକ ଉପରେ ଶୁକ୍ଳ ପିଷ୍ଟକର ତିନୋଟି ଡାଲା।

See the chapter Copy

ଓଡିଆ ବାଇବେଲ

16 ତହିଁରେ ସେ ଉତ୍ତମ ଅର୍ଥ କଲେ, ପ୍ରଧାନ ସୂପକାର ଏହା ଦେଖି ଯୋଷେଫଙ୍କୁ କହିଲା, “ମୁଁ ମଧ୍ୟ ସ୍ୱପ୍ନ ଦେଖିଅଛି; ଦେଖ, ମୋ’ ମସ୍ତକ ଉପରେ ଶୁକ୍ଳ ପିଷ୍ଟକର ତିନୋଟି ଡାଲା।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତହିଁରେ ସେ ଉତ୍ତମ ଅର୍ଥ କଲେ, ପ୍ରଧାନ ସୂପକାର ଏହା ଦେଖି ଯୋଷେଫଙ୍କୁ କହିଲା, “ମୁଁ ମଧ୍ୟ ସ୍ୱପ୍ନ ଦେଖିଅଛି; ଦେଖ, ମୋʼ ମସ୍ତକ ଉପରେ ଶୁକ୍ଳ ପିଷ୍ଟକର ତିନୋଟି ଡାଲା।

See the chapter Copy




ଆଦି ପୁସ୍ତକ 40:16

Follow us:

Advertisements


Advertisements