ଆଦି ପୁସ୍ତକ 41:23 - ପବିତ୍ର ବାଇବଲ23 ଏହା ପରେ ସାତୋଟା ମୁଣ୍ଡ ବାହାରି ଆସି ଶୀଷା ଉତ୍ପନ୍ନ ହେଲା। କିନ୍ତୁ ସେହି ଗୁଡ଼ିକ କ୍ଷୀଣ, ପୂର୍ବ ବାୟୁରେ ଶୁଖି ଯାଇଥିବା ପରି ଦେଖା ଯାଉଥିଲା। See the chapterପବିତ୍ର ବାଇବଲ (Re-edited) - (BSI)23 ତହିଁ ଉତ୍ତାରୁ ପୂର୍ବୀୟ ବାୟୁରେ ଶୁଷ୍କ, କ୍ଷୀଣ ଓ ମ୍ଳାନ ସାତୁଟା ଶିଷା ଉତ୍ପନ୍ନ ହେଲା। See the chapterଓଡିଆ ବାଇବେଲ23 ତହିଁ ଉତ୍ତାରୁ ପୂର୍ବୀୟ ବାୟୁରେ ଶୁଷ୍କ, କ୍ଷୀଣ ଓ ମ୍ଳାନ ସାତୁଟା ଶିଷା ଉତ୍ପନ୍ନ ହେଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତହିଁ ଉତ୍ତାରେ ପୂର୍ବୀୟ ବାୟୁରେ ଶୁଷ୍କ, କ୍ଷୀଣ ଓ ମ୍ଳାନ ସାତୋଟି ଶିଷା ଉତ୍ପନ୍ନ ହେଲା। See the chapter |