ଆଦି ପୁସ୍ତକ 41:27 - ପବିତ୍ର ବାଇବଲ27 ଆଉ ସେହି ସାତୋଟି ଦୁର୍ବଳ, ରୁଗ୍ଣ ଦେଖାଯାଉଥିବା ଗାଈଗୁଡ଼ିକ ସେହି ସାତୋଟି କୃଶ, କୁତ୍ସିତ ଗୋରୁ ସାତ ବର୍ଷ ସ୍ୱରୂପ। ଆଉ ପୂର୍ବୀୟ ବାୟୁରେ ଶୁଷ୍କ ସାତୁଟା ଶୀଷା ମଧ୍ୟ ଦୁର୍ଭିକ୍ଷର ସାତ ବର୍ଷ ସ୍ୱରୂପ। See the chapterପବିତ୍ର ବାଇବଲ (Re-edited) - (BSI)27 ତହିଁ ପଶ୍ଚାତ୍ ଉତ୍ଥିତ ସେହି ସାତୁଟା କୃଶ କୁତ୍ସିତ ଗୋରୁ ସାତ ବର୍ଷ ସ୍ଵରୂପ; ଆଉ ପୂର୍ବୀୟ ବାୟୁରେ ଶୁଷ୍କ ସାତୁଟା ଶିଷା ମଧ୍ୟ ଦୁର୍ଭିକ୍ଷର ସାତ ବର୍ଷ ସ୍ଵରୂପ। See the chapterଓଡିଆ ବାଇବେଲ27 ତହିଁ ପଶ୍ଚାତ୍ ଉତ୍ଥିତ ସେହି ସାତୁଟା କ୍ଷୀଣ କୁତ୍ସିତ ଗୋରୁ ସାତ ବର୍ଷ ସ୍ୱରୂପ; ଆଉ ପୂର୍ବୀୟ ବାୟୁରେ ଶୁଷ୍କ ସାତୁଟା ଶିଷା ମଧ୍ୟ ଦୁର୍ଭିକ୍ଷର ସାତ ବର୍ଷ ସ୍ୱରୂପ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ତହିଁ ପଶ୍ଚାତ୍ ଉତ୍ଥିତ ସେହି ସାତୋଟି କ୍ଷୀଣ କୁତ୍ସିତ ଗୋରୁ ସାତ ବର୍ଷ ସ୍ୱରୂପ; ଆଉ ପୂର୍ବୀୟ ବାୟୁରେ ଶୁଷ୍କ ସାତୋଟି ଶିଷା ମଧ୍ୟ ଦୁର୍ଭିକ୍ଷର ସାତ ବର୍ଷ ସ୍ୱରୂପ। See the chapter |