ଆଦି ପୁସ୍ତକ 41:35 - ପବିତ୍ର ବାଇବଲ35 ଏହି ପ୍ରକାରେ ଲୋକମାନେ ସେହି ଉତ୍ତମ ସାତ ବର୍ଷ ମଧ୍ୟରେ ଖାଦ୍ୟ ସଂଗ୍ରହ କରି ରଖିବେ। ଏହି ପ୍ରକାରେ ଖାଦ୍ୟ ସଂଗ୍ରହ କରି ଆପଣ ନିୟନ୍ତ୍ରଣରେ ରଖନ୍ତୁ। See the chapterପବିତ୍ର ବାଇବଲ (Re-edited) - (BSI)35 ଅର୍ଥାତ୍, ସେମାନେ ସେହି ଆଗାମୀ ଉତ୍ତମ ବର୍ଷର ସବୁ ଭକ୍ଷ୍ୟ ସଂଗ୍ରହ କରନ୍ତୁ, ପୁଣି ପ୍ରତି ନଗରରେ ଖାଦ୍ୟ ନିମନ୍ତେ ଫାରୋଙ୍କ ହସ୍ତାଧୀନରେ ଶସ୍ୟ ସଞ୍ଚୟ କରି ରକ୍ଷା କରନ୍ତୁ। See the chapterଓଡିଆ ବାଇବେଲ35 ଅର୍ଥାତ୍, ସେମାନେ ସେହି ଆଗାମୀ ଉତ୍ତମ ବର୍ଷର ସବୁ ଭକ୍ଷ୍ୟ ସଂଗ୍ରହ କରନ୍ତୁ, ପୁଣି, ପ୍ରତି ନଗରରେ ଖାଦ୍ୟ ନିମନ୍ତେ ଫାରୋଙ୍କ ହସ୍ତାଧୀନରେ ଶସ୍ୟ ସଞ୍ଚୟ କରି ରକ୍ଷା କରନ୍ତୁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ଅର୍ଥାତ୍, ସେମାନେ ସେହି ଆଗାମୀ ଉତ୍ତମ ବର୍ଷର ସବୁ ଭକ୍ଷ୍ୟ ସଂଗ୍ରହ କରନ୍ତୁ, ପୁଣି, ପ୍ରତି ନଗରରେ ଖାଦ୍ୟ ନିମନ୍ତେ ଫାରୋଙ୍କ ହସ୍ତାଧୀନରେ ଶସ୍ୟ ସଞ୍ଚୟ କରି ରକ୍ଷା କରନ୍ତୁ। See the chapter |