ଆଦି ପୁସ୍ତକ 41:36 - ପବିତ୍ର ବାଇବଲ36 ଦୁର୍ଭିକ୍ଷର ସାତ ବର୍ଷ ସମୟରେ ସମସ୍ତ ମିଶରକୁ ଆପଣ ଖାଦ୍ୟ ଯୋଗାଇ ପାରିବେ। ତେଣୁ ମିଶର ଦୁର୍ଭିକ୍ଷ ଯୋଗୁଁ ଧ୍ୱଂସ ହେବ ନାହିଁ।” See the chapterପବିତ୍ର ବାଇବଲ (Re-edited) - (BSI)36 ଏହିରୂପେ ମିସର ଦେଶରେ ଭବିଷ୍ୟତ ଦୁର୍ଭିକ୍ଷର ସାତ ବର୍ଷ ନିମନ୍ତେ ଦେଶର ନିର୍ବାହାର୍ଥେ ସେହି ଭକ୍ଷ୍ୟ ସଞ୍ଚିତ ଥିଲେ, ଦୁର୍ଭିକ୍ଷ ଦ୍ଵାରା ଦେଶ ଉଚ୍ଛିନ୍ନ ହେବ ନାହିଁ। See the chapterଓଡିଆ ବାଇବେଲ36 ଏହିରୂପେ ମିସର ଦେଶରେ ଭବିଷ୍ୟତ ଦୁର୍ଭିକ୍ଷର ସାତ ବର୍ଷ ନିମନ୍ତେ ଦେଶର ନିର୍ବାହାର୍ଥେ ସେହି ଭକ୍ଷ୍ୟ ସଞ୍ଚିତ ଥିଲେ, ଦୁର୍ଭିକ୍ଷ ଦ୍ୱାରା ଦେଶ ଉଚ୍ଛିନ୍ନ ହେବ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଏହିରୂପେ ମିସର ଦେଶରେ ଭବିଷ୍ୟତ ଦୁର୍ଭିକ୍ଷର ସାତ ବର୍ଷ ନିମନ୍ତେ ଦେଶର ନିର୍ବାହାର୍ଥେ ସେହି ଭକ୍ଷ୍ୟ ସଞ୍ଚିତ ଥିଲେ, ଦୁର୍ଭିକ୍ଷ ଦ୍ୱାରା ଦେଶ ଉଚ୍ଛିନ୍ନ ହେବ ନାହିଁ।” See the chapter |