Online Bible

- Advertisements -




ଆଦି ପୁସ୍ତକ 41:45 - ପବିତ୍ର ବାଇବଲ

45 ଫାରୋ ଯୋଷେଫଙ୍କୁ ଏକ ଅନ୍ୟ ନାମରେ ନାମିତ କଲେ, “ସାଫନତ୍-ପାନେହ” ଫାରୋ ଯୋଷେଫଙ୍କୁ ଓନ ନଗର ନିବାସୀ ପୋଟୀଫେର ନାମକ ଯାଜକର ଆସନତ୍ ନାମ୍ନୀ କନ୍ୟା ସହିତ ବିବାହ ଦେଲେ। ଯୋଷେଫ ସମସ୍ତ ମିଶର ଦେଶ ମଧ୍ୟଦେଇ ଗଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

45 ପୁଣି ଫାରୋ ଯୋଷେଫଙ୍କର ନାମ ସାଫନତ୍-ପାନେହ (ଜଗତ୍ପାତା) ରଖିଲେ; ପୁଣି ଓନ୍ ନଗର ନିବାସୀ ପୋଟୀଫେର ନାମକ ଯାଜକର ଆସନତ୍ ନାମ୍ନୀ କନ୍ୟା ସହିତ ତାଙ୍କର ବିବାହ ଦେଲେ। ଅନନ୍ତର ଯୋଷେଫ ସମୁଦାୟ ମିସର ଦେଶରେ ଗମନାଗମନ କରିବାକୁ ଲାଗିଲେ।

See the chapter Copy

ଓଡିଆ ବାଇବେଲ

45 ପୁଣି, ଫାରୋ ଯୋଷେଫଙ୍କର ନାମ ସାଫନତ୍‍-ପାନେହ ରଖିଲେ; ପୁଣି, ଓନ୍‍ ନଗର ନିବାସୀ ପୋଟୀଫେର ନାମକ ଯାଜକର ଆସନତ୍‍ ନାମ୍ନୀ କନ୍ୟା ସହିତ ତାଙ୍କର ବିବାହ ଦେଲେ। ଏଥିଉତ୍ତାରେ ଯୋଷେଫ ସମୁଦାୟ ମିସର ଦେଶରେ ଗମନାଗମନ କରିବାକୁ ଲାଗିଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 ପୁଣି, ଫାରୋ ଯୋଷେଫଙ୍କର ନାମ “ସାଫନତ୍‍-ପାନେହ ରଖିଲେ;” ପୁଣି, ଓନ୍‍ ନଗର ନିବାସୀ ପୋଟୀଫେର ନାମକ ଯାଜକର ଆସନତ୍‍ ନାମ୍ନୀ କନ୍ୟା ସହିତ ତାଙ୍କର ବିବାହ ଦେଲେ। ଏଥିଉତ୍ତାରେ ଯୋଷେଫ ସମୁଦାୟ ମିସର ଦେଶରେ ଗମନାଗମନ କରିବାକୁ ଲାଗିଲେ।

See the chapter Copy




ଆଦି ପୁସ୍ତକ 41:45

Follow us:

Advertisements


Advertisements