Online Bible

- Advertisements -




ଆଦି ପୁସ୍ତକ 41:46 - ପବିତ୍ର ବାଇବଲ

46 ଯୋଷେଫ ତିରିଶ୍ ବର୍ଷ ବୟସରେ ମିସ୍ରୀୟ ରାଜା ଫାରୋଙ୍କ ଛାମୁରେ ଛିଡ଼ା ହୋଇଥିଲେ। ଏହା ପରେ ଯୋଷେଫ ଫାରୋଙ୍କ ନିକଟରୁ ପ୍ରସ୍ଥାନ କରି ମିଶର ଦେଶର ସର୍ବତ୍ର ଭ୍ରମଣ କଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

46 ଯୋଷେଫ ତିରିଶ ବର୍ଷ ବୟସ ସମୟରେ ମିସ୍ରୀୟ ରାଜା ଫାରୋଙ୍କ ଛାମୁରେ ଠିଆ ହୋଇଥିଲେ; ତଦନନ୍ତର ଯୋଷେଫ ଫାରୋଙ୍କ ନିକଟରୁ ପ୍ରସ୍ଥାନ କରି ମିସର ଦେଶର ସର୍ବତ୍ର ଭ୍ରମଣ କଲେ।

See the chapter Copy

ଓଡିଆ ବାଇବେଲ

46 ଯୋଷେଫ ତିରିଶ ବର୍ଷ ବୟସ ସମୟରେ ମିସ୍ରୀୟ ରାଜା ଫାରୋଙ୍କ ଛାମୁରେ ଠିଆ ହୋଇଥିଲେ; ତାହାପରେ ଯୋଷେଫ ଫାରୋଙ୍କ ନିକଟରୁ ପ୍ରସ୍ଥାନ କରି ମିସର ଦେଶର ସର୍ବତ୍ର ଭ୍ରମଣ କଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 ଯୋଷେଫ ତିରିଶ ବର୍ଷ ବୟସ ସମୟରେ ମିସରୀୟ ରାଜା ଫାରୋଙ୍କ ଛାମୁରେ ଠିଆ ହୋଇଥିଲେ; ତାହା ପରେ ଯୋଷେଫ ଫାରୋଙ୍କ ନିକଟରୁ ପ୍ରସ୍ଥାନ କରି ମିସର ଦେଶର ସର୍ବତ୍ର ଭ୍ରମଣ କଲେ।

See the chapter Copy




ଆଦି ପୁସ୍ତକ 41:46

Follow us:

Advertisements


Advertisements