ଆଦି ପୁସ୍ତକ 41:47 - ପବିତ୍ର ବାଇବଲ47 ସେହି ସୁଭିକ୍ଷର ସାତ ବର୍ଷ ମଧ୍ୟରେ ପ୍ରଚୁର ପରିମାଣରେ ଫସଲ ଉତ୍ପନ୍ନ ହେଲା। See the chapterପବିତ୍ର ବାଇବଲ (Re-edited) - (BSI)47 ଏଥିଉତ୍ତାରୁ ସେହି ସୁଭିକ୍ଷର ସାତ ବର୍ଷ ଭୂମିରେ ଅପାର ଅପାର ଶସ୍ୟ ଉତ୍ପନ୍ନ ହେଲା। See the chapterଓଡିଆ ବାଇବେଲ47 ଏଥିଉତ୍ତାରେ ସେହି ସୁଭିକ୍ଷର ସାତ ବର୍ଷ ଭୂମିରେ ଅପାର ଅପାର ଶସ୍ୟ ଉତ୍ପନ୍ନ ହେଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT47 ଏଥିଉତ୍ତାରେ ସେହି ସୁଭିକ୍ଷର ସାତ ବର୍ଷ ଭୂମିରେ ଅପାର ଅପାର ଶସ୍ୟ ଉତ୍ପନ୍ନ ହେଲା। See the chapter |