Online Bible

- Advertisements -

ଆଦି ପୁସ୍ତକ 41:55 - ପବିତ୍ର ବାଇବଲ

55 ଦୁର୍ଭିକ୍ଷ ଆରମ୍ଭରେ ଲୋକମାନେ ଖାଦ୍ୟ ପାଇଁ ଫାରୋଙ୍କୁ ଭିକ୍ଷା ମାଗିଲେ। ଫାରୋ ଉତ୍ତର ଦେଲେ, “ଯୋଷେଫଙ୍କ ପାଖକୁ ଯାଅ ଆଉ ଯାହା ସେ କରିବାକୁ କହନ୍ତି ତାହା କର।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

55 ପୁଣି, ସମୁଦାୟ ମିସର ଦେଶରେ ଦୁର୍ଭିକ୍ଷ ପଡ଼ନ୍ତେ, ପ୍ରଜାମାନେ ଆହାର ନିମନ୍ତେ ଫାରୋଙ୍କ ନିକଟରେ ଡକା ପକାଇଲେ; ତହିଁରେ ଫାରୋ ସମସ୍ତ ମିସ୍ରୀୟ ଲୋକଙ୍କୁ କହିଲେ, ତୁମ୍ଭେମାନେ ଯୋଷେଫ ନିକଟକୁ ଯାଅ; ସେ ଯାହା କହନ୍ତି, ତାହା କର।

See the chapter Copy

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

55 ପୁଣି, ସମୁଦାୟ ମିସର ଦେଶରେ ଦୁର୍ଭିକ୍ଷ ପଡ଼ନ୍ତେ, ପ୍ରଜାମାନେ ଆହାର ନିମନ୍ତେ ଫାରୋଙ୍କ ନିକଟରେ ଡକା ପକାଇଲେ; ତହିଁରେ ଫାରୋ ସମସ୍ତ ମିସରୀୟ ଲୋକଙ୍କୁ କହିଲେ, “ତୁମ୍ଭେମାନେ ଯୋଷେଫ ନିକଟକୁ ଯାଅ; ସେ ଯାହା କହନ୍ତି, ତାହା କର।”

See the chapter Copy

ଆଦି ପୁସ୍ତକ 41:55

Follow us:

Advertisements

Advertisements