ଆଦି ପୁସ୍ତକ 41:57 - ପବିତ୍ର ବାଇବଲ57 ସର୍ବଦେଶୀୟ ଲୋକମାନେ ମିଶର ଦେଶର ଶସ୍ୟ କିଣିବା ପାଇଁ ଯୋଷେଫଙ୍କ ନିକଟକୁ ଆସିଲେ। ଯେହେତୁ ସବୁ ଦେଶରେ ଦୁର୍ଭିକ୍ଷ ପ୍ରବଳ ଥିଲା। See the chapterପବିତ୍ର ବାଇବଲ (Re-edited) - (BSI)57 ପୁଣି ସର୍ବଦେଶୀୟ ଲୋକମାନେ ମିସର ଦେଶରେ ଶସ୍ୟ କିଣିବା ପାଇଁ ଯୋଷେଫଙ୍କ ନିକଟକୁ ଆସିଲେ। ଯେହେତୁ ସବୁ ଦେଶରେ ଦୁର୍ଭିକ୍ଷ ପ୍ରବଳ ଥିଲା। See the chapterଓଡିଆ ବାଇବେଲ57 ପୁଣି, ସର୍ବଦେଶୀୟ ଲୋକମାନେ ମିସର ଦେଶରେ ଶସ୍ୟ କିଣିବା ପାଇଁ ଯୋଷେଫଙ୍କ ନିକଟକୁ ଆସିଲେ। ଯେହେତୁ ସବୁ ଦେଶରେ ଦୁର୍ଭିକ୍ଷ ପ୍ରବଳ ଥିଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT57 ପୁଣି, ସର୍ବଦେଶୀୟ ଲୋକମାନେ ମିସର ଦେଶରେ ଶସ୍ୟ କିଣିବା ପାଇଁ ଯୋଷେଫଙ୍କ ନିକଟକୁ ଆସିଲେ। ଯେହେତୁ ସବୁ ଦେଶରେ ଦୁର୍ଭିକ୍ଷ ପ୍ରବଳ ଥିଲା। See the chapter |