ଆଦି ପୁସ୍ତକ 41:7 - ପବିତ୍ର ବାଇବଲ7 ପୁଣି ସେହି ସାତୋଟି ପରିପୁଷ୍ଟ ଶୀଷାକୁ ଏହି ସାତୋଟି କ୍ଷୀଣ ଶୀଷା ଗିଳି ପକାଇଲେ। ଏହି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହୁଅନ୍ତେ ସ୍ୱପ୍ନମାତ୍ର ଜ୍ଞାନ ହେଲା। See the chapterପବିତ୍ର ବାଇବଲ (Re-edited) - (BSI)7 ପୁଣି ସେହି ସାତୁଟା କ୍ଷୀଣ ଶିଷା ଏହି ସାତୋଟି ପରିପୁଷ୍ଟ ଓ ପୂର୍ଣ୍ଣ ଶିଷାକୁ ଗ୍ରାସ କଲା। ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହୁଅନ୍ତେ, ସ୍ଵପ୍ନମାତ୍ର ଜ୍ଞାନ ହେଲା। See the chapterଓଡିଆ ବାଇବେଲ7 ପୁଣି, ସେହି ସାତୁଟା କ୍ଷୀଣ ଶିଷା ଏହି ସାତୋଟି ପରିପୁଷ୍ଟ ଓ ପୂର୍ଣ୍ଣ ଶିଷାକୁ ଗ୍ରାସ କଲା। ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହୁଅନ୍ତେ, ସ୍ୱପ୍ନମାତ୍ର ଜ୍ଞାତ ହେଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ସେହି ସାତୁଟା କ୍ଷୀଣ ଶିଷା ଏହି ସାତୋଟି ପରିପୁଷ୍ଟ ଓ ପୂର୍ଣ୍ଣ ଶିଷାକୁ ଗ୍ରାସ କଲା। ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହୁଅନ୍ତେ, ସ୍ୱପ୍ନ-ମାତ୍ର ଜ୍ଞାତ ହେଲା। See the chapter |