ଆଦି ପୁସ୍ତକ 41:8 - ପବିତ୍ର ବାଇବଲ8 ଏହା ପରେ ପ୍ରଭାତରେ ତାଙ୍କର ମନ ଉଦ୍ବିଗ୍ନ ହେଲା। ତେଣୁ ସେ ଲୋକ ପଠାଇ ମିଶର ଦେଶୀୟ ପ୍ରତ୍ୟେକ ମନ୍ତ୍ରଜ୍ଞ ଓ ଜ୍ଞାନୀ ଲୋକମାନଙ୍କୁ ଡକାଇଲେ। ମାତ୍ର ଫାରୋ ସେମାନଙ୍କ ନିକଟରେ ଆପଣା ସ୍ୱପ୍ନର କଥା କୁହନ୍ତେ ସେମାନଙ୍କ ମଧ୍ୟରୁ କେହି ତା'ର ଅର୍ଥ କହି ପାରିଲେ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)8 ପୁଣି ପ୍ରଭାତରେ ତାଙ୍କର ମନ ଉଦ୍ବିଗ୍ନ ହେଲା, ତହୁଁ ସେ ଲୋକ ପଠାଇ ମିସରଦେଶୀୟ ମନ୍ତ୍ରଜ୍ଞ ଓ ପଣ୍ତିତ ସମସ୍ତଙ୍କୁ ଡକାଇଲେ; ମାତ୍ର ଫାରୋ ସେମାନଙ୍କ ନିକଟରେ ଆପଣା ସ୍ଵପ୍ନର କଥା କହନ୍ତେ, ସେମାନଙ୍କ ମଧ୍ୟରୁ କେହି ଫାରୋଙ୍କୁ ତହିଁର ଅର୍ଥ କହି ପାରିଲେ ନାହିଁ। See the chapterଓଡିଆ ବାଇବେଲ8 ପୁଣି, ପ୍ରଭାତରେ ତାଙ୍କର ମନ ଉଦ୍ବିଗ୍ନ ହେଲା, ତହୁଁ ସେ ଲୋକ ପଠାଇ ମିସର ଦେଶୀୟ ମନ୍ତ୍ରଜ୍ଞ ଓ ପଣ୍ଡିତ ସମସ୍ତଙ୍କୁ ଡକାଇଲେ; ମାତ୍ର ଫାରୋ ସେମାନଙ୍କ ନିକଟରେ ଆପଣା ସ୍ୱପ୍ନର କଥା କହନ୍ତେ, ସେମାନଙ୍କ ମଧ୍ୟରୁ କେହି ଫାରୋଙ୍କୁ ତହିଁର ଅର୍ଥ କହି ପାରିଲେ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ପ୍ରଭାତରେ ତାଙ୍କର ମନ ଉଦ୍ବିଗ୍ନ ହେଲା, ତହୁଁ ସେ ଲୋକ ପଠାଇ ମିସର ଦେଶୀୟ ମନ୍ତ୍ରଜ୍ଞ ଓ ପଣ୍ଡିତ ସମସ୍ତଙ୍କୁ ଡକାଇଲେ; ମାତ୍ର ଫାରୋ ସେମାନଙ୍କ ନିକଟରେ ଆପଣା ସ୍ୱପ୍ନର କଥା କହନ୍ତେ, ସେମାନଙ୍କ ମଧ୍ୟରୁ କେହି ଫାରୋଙ୍କୁ ତହିଁର ଅର୍ଥ କହି ପାରିଲେ ନାହିଁ। See the chapter |