ଆଦି ପୁସ୍ତକ 43:2 - ପବିତ୍ର ବାଇବଲ2 ଯାକୁବଙ୍କର ପରିବାର ମିଶରରୁ ଆଣିଥିବା ସମସ୍ତ ଖାଦ୍ୟ ଦ୍ରବ୍ୟ ଖାଇ ଦେଲେ। ଯେତେବେଳେ ସେହି ଶସ୍ୟସବୁ ସରିଗଲା। ଯାକୁବ ତାଙ୍କର ପୁତ୍ରମାନଙ୍କୁ କହିଲେ, “ମିଶରକୁ ଯାଇ ଆମ୍ଭମାନଙ୍କ ପାଇଁ ଆଉ କିଛି ଶସ୍ୟ ଖାଇବା ପାଇଁ ଆଣ।” See the chapterପବିତ୍ର ବାଇବଲ (Re-edited) - (BSI)2 ଏନିମନ୍ତେ ସେମାନେ ମିସର ଦେଶରୁ ଯେଉଁ ଶସ୍ୟ ଆଣିଥିଲେ, ସେହି ସବୁ ସମାପ୍ତ ହେବାରୁ ସେମାନଙ୍କ ପିତା ସେମାନଙ୍କୁ କହିଲେ, ତୁମ୍ଭେମାନେ ପୁନର୍ବାର ଯାଇ ଆମ୍ଭମାନଙ୍କ ନିମନ୍ତେ କିଛି ଶସ୍ୟ କିଣି ଆଣ। See the chapterଓଡିଆ ବାଇବେଲ2 ଏଥିନିମନ୍ତେ ସେମାନେ ମିସର ଦେଶରୁ ଯେଉଁ ଶସ୍ୟ ଆଣିଥିଲେ, ସେହି ସବୁ ସମାପ୍ତ ହେବାରୁ ସେମାନଙ୍କ ପିତା ସେମାନଙ୍କୁ କହିଲେ, “ତୁମ୍ଭେମାନେ ପୁନର୍ବାର ଯାଇ ଆମ୍ଭମାନଙ୍କ ନିମନ୍ତେ କିଛି ଶସ୍ୟ କିଣି ଆଣ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏଥିନିମନ୍ତେ ସେମାନେ ମିସର ଦେଶରୁ ଯେଉଁ ଶସ୍ୟ ଆଣିଥିଲେ, ସେହି ସବୁ ସମାପ୍ତ ହେବାରୁ ସେମାନଙ୍କ ପିତା ସେମାନଙ୍କୁ କହିଲେ, “ତୁମ୍ଭେମାନେ ପୁନର୍ବାର ଯାଇ ଆମ୍ଭମାନଙ୍କ ନିମନ୍ତେ କିଛି ଶସ୍ୟ କିଣି ଆଣ।” See the chapter |