ଆଦି ପୁସ୍ତକ 44:3 - ପବିତ୍ର ବାଇବଲ3 ତା’ ପରଦିନ ପ୍ରତ୍ୟୁଷରୁ, ଭାଇମାନଙ୍କୁ ଓ ତାଙ୍କର ଗଧମାନଙ୍କୁ ତାଙ୍କ ଦେଶକୁ ପଠାଇ ଦିଆଗଲା। See the chapterପବିତ୍ର ବାଇବଲ (Re-edited) - (BSI)3 ଆଉ ପ୍ରଭାତ ହେବା ମାତ୍ରେ, ସେମାନେ ଗର୍ଦ୍ଦଭ ସହିତ ବିଦାୟ ପାଇଲେ। See the chapterଓଡିଆ ବାଇବେଲ3 ଆଉ ପ୍ରଭାତ ହେବା ମାତ୍ରେ, ସେମାନେ ଗର୍ଦ୍ଦଭ ସହିତ ବିଦାୟ ପାଇଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ ପ୍ରଭାତ ହେବା ମାତ୍ରେ, ସେମାନେ ଗର୍ଦ୍ଦଭ ସହିତ ବିଦାୟ ପାଇଲେ। See the chapter |