ଆଦି ପୁସ୍ତକ 44:7 - ପବିତ୍ର ବାଇବଲ7 କିନ୍ତୁ ଭାଇମାନେ ସେହି ଦାସକୁ କହିଲେ, “ତୁମ୍ଭର କର୍ତ୍ତା ଏପରି କାହିଁକି କହିଲେ? ଆମ୍ଭେ ଏପରି କିଛି କାର୍ଯ୍ୟ କରି ନାହୁଁ। See the chapterପବିତ୍ର ବାଇବଲ (Re-edited) - (BSI)7 ତହିଁରେ ସେମାନେ କହିଲେ, ଆମ୍ଭର ପ୍ରଭୁ କାହିଁକି ଏପରି କଥା କହନ୍ତି? ଆପଣଙ୍କ ଦାସମାନଙ୍କର ଏପରି କର୍ମ କରିବା ଦୂରେ ଥାଉ। See the chapterଓଡିଆ ବାଇବେଲ7 ତହିଁରେ ସେମାନେ କହିଲେ, “ଆମ୍ଭର ପ୍ରଭୁ କାହିଁକି ଏପରି କଥା କହନ୍ତି ?” ଆପଣଙ୍କ ଦାସମାନଙ୍କର ଏପରି କର୍ମ କରିବା ଦୂରେ ଥାଉ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହିଁରେ ସେମାନେ କହିଲେ, “ଆମ୍ଭର ପ୍ରଭୁ କାହିଁକି ଏପରି କଥା କହନ୍ତି? ଆପଣଙ୍କ ଦାସମାନଙ୍କର ଏପରି କର୍ମ କରିବା ଦୂରେ ଥାଉ। See the chapter |