Online Bible

- Advertisements -




ଆଦି ପୁସ୍ତକ 45:28 - ପବିତ୍ର ବାଇବଲ

28 ଯାକୁବ କହିଲେ, “ଏହା ଯଥେଷ୍ଟ! ଆଉ ତୁମ୍ଭର ଅଧିକ କିଛି କହିବା ଦରକାର ନାହିଁ। ମୋର ପୁତ୍ର ଯୋଷେଫ ଏବେବି ଜୀବିତ। ମୁଁ ମଲା ପୂର୍ବରୁ ତାକୁ ଦେଖିବାକୁ ଯିବି।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

28 ତହିଁରେ ଇସ୍ରାଏଲ କହିଲେ, ଯଥେଷ୍ଟ; ମୋହର ପୁତ୍ର ଯୋଷେଫ ଆଜିଯାଏ ବଞ୍ଚିଅଛି; ମୁଁ ଯିବି, ମରଣ ପୂର୍ବେ ତାକୁ ଦେଖିବି।

See the chapter Copy

ଓଡିଆ ବାଇବେଲ

28 ତହିଁରେ ଇସ୍ରାଏଲ କହିଲେ, “ଯଥେଷ୍ଟ; ମୋହର ପୁତ୍ର ଯୋଷେଫ ଆଜି ପର୍ଯ୍ୟନ୍ତ ବଞ୍ଚିଅଛି; ମୁଁ ଯିବି, ମରଣ ପୂର୍ବେ ତାକୁ ଦେଖିବି।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ତହିଁରେ ଇସ୍ରାଏଲ କହିଲେ, “ଯଥେଷ୍ଟ; ମୋହର ପୁତ୍ର ଯୋଷେଫ ଆଜି ପର୍ଯ୍ୟନ୍ତ ବଞ୍ଚିଅଛି; ମୁଁ ଯିବି, ମରଣ ପୂର୍ବେ ତାକୁ ଦେଖିବି।”

See the chapter Copy




ଆଦି ପୁସ୍ତକ 45:28

Follow us:

Advertisements


Advertisements