ଆଦି ପୁସ୍ତକ 45:7 - ପବିତ୍ର ବାଇବଲ7 ତେଣୁ ପରମେଶ୍ୱର ମୋତେ ଏଠାକୁ ପଠାଇଛନ୍ତି ତୁମ୍ଭକୁ ଆଗେଇ ନେବା ପାଇଁ। ତେଣୁ ମୁଁ ଏଠାରେ ତୁମ୍ଭ ଦେଶର ଲୋକମାନଙ୍କୁ ରକ୍ଷା କରି ପାରିବି। See the chapterପବିତ୍ର ବାଇବଲ (Re-edited) - (BSI)7 ଏଣୁକରି ପରମେଶ୍ଵର ପୃଥିବୀରେ ତୁମ୍ଭମାନଙ୍କୁ ଅବଶିଷ୍ଟାଂଶ ରୂପେ ରକ୍ଷା କରିବାକୁ ଓ ମହା ଉଦ୍ଧାର ଉପଲକ୍ଷ୍ୟରେ ତୁମ୍ଭମାନଙ୍କୁ ପ୍ରାଣରେ ବଞ୍ଚାଇବାକୁ ତୁମ୍ଭମାନଙ୍କ ଆଗେ ମୋତେ ପଠାଇ ଅଛନ୍ତି। See the chapterଓଡିଆ ବାଇବେଲ7 ଏଥିପାଇଁ ପରମେଶ୍ୱର ପୃଥିବୀରେ ତୁମ୍ଭମାନଙ୍କୁ ଅବଶିଷ୍ଟାଂଶ ରୂପେ ରକ୍ଷା କରିବାକୁ ଓ ମହା ଉଦ୍ଧାର ଉପଲକ୍ଷ୍ୟରେ ତୁମ୍ଭମାନଙ୍କୁ ପ୍ରାଣରେ ବଞ୍ଚାଇବାକୁ ତୁମ୍ଭମାନଙ୍କ ଆଗେ ମୋତେ ପଠାଇ ଅଛନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଥିପାଇଁ ପରମେଶ୍ୱର ପୃଥିବୀରେ ତୁମ୍ଭମାନଙ୍କୁ ଅବଶିଷ୍ଟାଂଶ ରୂପେ ରକ୍ଷା କରିବାକୁ ଓ ମହା ଉଦ୍ଧାର ଉପଲକ୍ଷ୍ୟରେ ତୁମ୍ଭମାନଙ୍କୁ ପ୍ରାଣରେ ବଞ୍ଚାଇବାକୁ ତୁମ୍ଭମାନଙ୍କ ଆଗେ ମୋତେ ପଠାଇଅଛନ୍ତି। See the chapter |