Online Bible

- Advertisements -




ଆଦି ପୁସ୍ତକ 46:28 - ପବିତ୍ର ବାଇବଲ

28 ଯାକୁବ ଯୋଷେଫଙ୍କ ପାଖକୁ ଏହି ଖବର ଦେବା ପାଇଁ ଯିହୁଦାଙ୍କୁ ଆଗରେ ପଠାଇଲେ। ଯିହୁଦା ଯୋଷେଫଙ୍କ ପାଖକୁ ଗଲେ। କାରଣ ସେ ତାଙ୍କୁ ଗୋଶନ ପ୍ରଦେଶକୁ ଯିବାକୁ ବାଟ ଦେଖାଇବେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

28 ଅନନ୍ତର ଯୋଷେଫ ଗୋଶନ ପ୍ରଦେଶକୁ ଯିବାର ପଥ ଯେପରି ଦେଖାଇବେ, ଏଥିପାଇଁ ଯାକୁବ ଆପଣା ଆଗେ ଯିହୁଦାକୁ ତାଙ୍କ ନିକଟକୁ ପଠାଇଲେ; ଏଉତ୍ତାରେ ସେମାନେ ଗୋଶନ ପ୍ରଦେଶରେ ଉତ୍ତରିଲେ।

See the chapter Copy

ଓଡିଆ ବାଇବେଲ

28 ଏଥିଉତ୍ତାରେ ଯୋଷେଫ ଗୋଶନ ପ୍ରଦେଶକୁ ଯିବାର ପଥ ଯେପରି ଦେଖାଇବେ, ଏଥିପାଇଁ ଯାକୁବ ଆପଣା ଆଗେ ଯିହୁଦାକୁ ତାଙ୍କ ନିକଟକୁ ପଠାଇଲେ; ଏଉତ୍ତାରେ ସେମାନେ ଗୋଶନ ପ୍ରଦେଶରେ ଉତ୍ତରିଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଏଥିଉତ୍ତାରେ ଯୋଷେଫ ଗୋଶନ ପ୍ରଦେଶକୁ ଯିବାର ପଥ ଯେପରି ଦେଖାଇବେ, ଏଥିପାଇଁ ଯାକୁବ ଆପଣା ଆଗେ ଯିହୁଦାକୁ ତାଙ୍କ ନିକଟକୁ ପଠାଇଲେ; ଏଉତ୍ତାରେ ସେମାନେ ଗୋଶନ ପ୍ରଦେଶରେ ଉତ୍ତରିଲେ।

See the chapter Copy




ଆଦି ପୁସ୍ତକ 46:28

Follow us:

Advertisements


Advertisements