ଆଦି ପୁସ୍ତକ 46:4 - ପବିତ୍ର ବାଇବଲ4 ଆମ୍ଭେ ତୁମ୍ଭ ସହିତ ମିଶରକୁ ଯିବି। ଏବଂ ଆମ୍ଭେ ତୁମ୍ଭକୁ ପୁନରାୟ ମିଶରରୁ ଆଣିବା। ତୁମ୍ଭେ ମିଶରରେ ଦେହ ତ୍ୟାଗ କରିବ। ତୁମ୍ଭେ ଦେହ ତ୍ୟାଗ କରିବା ସମୟରେ ଯୋଷେଫ ତୁମ୍ଭ ପାଖରେ ଥିବ।” See the chapterପବିତ୍ର ବାଇବଲ (Re-edited) - (BSI)4 ଆମ୍ଭେ ତୁମ୍ଭ ସଙ୍ଗରେ ମିସର ଦେଶକୁ ଯିବା; ପୁଣି ଆମ୍ଭେ ମଧ୍ୟ ସେଠାରୁ ତୁମ୍ଭକୁ ନିଶ୍ଚୟ ବାହୁଡ଼ାଇ ଆଣିବା, ପୁଣି ଯୋଷେଫ ନିଜ ହସ୍ତରେ ତୁମ୍ଭର ଚକ୍ଷୁ ମୁଦ୍ରିତ କରିବ। See the chapterଓଡିଆ ବାଇବେଲ4 ଆମ୍ଭେ ତୁମ୍ଭ ସଙ୍ଗରେ ମିସର ଦେଶକୁ ଯିବା; ପୁଣି, ଆମ୍ଭେ ମଧ୍ୟ ସେଠାରୁ ତୁମ୍ଭକୁ ନିଶ୍ଚୟ ବାହୁଡ଼ାଇ ଆଣିବା, ପୁଣି, ଯୋଷେଫ ନିଜ ହସ୍ତରେ ତୁମ୍ଭର ଚକ୍ଷୁ ମୁଦ୍ରିତ କରିବ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆମ୍ଭେ ତୁମ୍ଭ ସଙ୍ଗରେ ମିସର ଦେଶକୁ ଯିବା; ପୁଣି, ଆମ୍ଭେ ମଧ୍ୟ ସେଠାରୁ ତୁମ୍ଭକୁ ନିଶ୍ଚୟ ବାହୁଡ଼ାଇ ଆଣିବା, ପୁଣି, ଯୋଷେଫ ନିଜ ହସ୍ତରେ ତୁମ୍ଭର ଚକ୍ଷୁ ମୁଦ୍ରିତ କରିବ।” See the chapter |