ଆଦି ପୁସ୍ତକ 46:7 - ପବିତ୍ର ବାଇବଲ7 ତାଙ୍କ ସହିତ ତାଙ୍କର ପୁଅ, ଝିଅ, ନାତି ଓ ନାତୁଣି ସମସ୍ତେ ମିଶରକୁ ଗଲେ। See the chapterପବିତ୍ର ବାଇବଲ (Re-edited) - (BSI)7 ଏହି ପ୍ରକାରେ ଯାକୁବ ଆପଣା ପୁତ୍ର ପୌତ୍ର ଓ ପୁତ୍ରୀ ଓ ପୌତ୍ରୀ ସମସ୍ତ ପରିବାର ନେଇ ମିସର ଦେଶକୁ ଗଲେ। See the chapterଓଡିଆ ବାଇବେଲ7 ଏହି ପ୍ରକାରେ ଯାକୁବ ଆପଣା ପୁତ୍ର ପୌତ୍ର, ପୁତ୍ରୀ ଓ ପୌତ୍ରୀ ସମସ୍ତ ପରିବାର ନେଇ ମିସର ଦେଶକୁ ଗଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏହି ପ୍ରକାରେ ଯାକୁବ ଆପଣା ପୁତ୍ରପୌତ୍ର, ପୁତ୍ରୀ ଓ ପୌତ୍ରୀ ସମସ୍ତ ପରିବାର ନେଇ ମିସର ଦେଶକୁ ଗଲେ। See the chapter |