ଆଦି ପୁସ୍ତକ 47:3 - ପବିତ୍ର ବାଇବଲ3 ଫାରୋ ତାଙ୍କର ଭାଇମାନଙ୍କୁ ପଗ୍ଭରିଲେ, “ତୁମ୍ଭେ କି କାର୍ଯ୍ୟ କରୁଅଛ?” ଭାଇମାନେ ଫାରୋଙ୍କୁ ଉତ୍ତର ଦେଲେ, “ହେ ଆମ୍ଭର ମହାଶୟ, ଆମ୍ଭେମାନେ ମେଷପାଳକ ଅଟୁ, ଆମ୍ଭର ପୂର୍ବପୁରୁଷମାନେ ପୂର୍ବରୁ ମେଷପାଳକ ଥିଲେ।” See the chapterପବିତ୍ର ବାଇବଲ (Re-edited) - (BSI)3 ତହିଁରେ ଫାରୋ ଯୋଷେଫଙ୍କ ଭାଇମାନଙ୍କୁ ପଚାରିଲେ, ତୁମ୍ଭମାନଙ୍କର କେଉଁ ବ୍ୟବସାୟ? ସେମାନେ ଫାରୋଙ୍କୁ କହିଲେ, ଆପଣଙ୍କର ଏହି ଦାସମାନେ ପୂର୍ବପୁରୁଷାନୁକ୍ରମେ ପଶୁପାଳକ। See the chapterଓଡିଆ ବାଇବେଲ3 ତହିଁରେ ଫାରୋ ଯୋଷେଫଙ୍କ ଭାଇମାନଙ୍କୁ ପଚାରିଲେ, “ତୁମ୍ଭମାନଙ୍କର କେଉଁ ବ୍ୟବସାୟ ?” ସେମାନେ ଫାରୋଙ୍କୁ କହିଲେ, “ଆପଣଙ୍କର ଏହି ଦାସମାନେ ପୂର୍ବପୁରୁଷାନୁକ୍ରମେ ପଶୁପାଳକ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହିଁରେ ଫାରୋ ଯୋଷେଫଙ୍କ ଭାଇମାନଙ୍କୁ ପଚାରିଲେ, “ତୁମ୍ଭମାନଙ୍କର କେଉଁ ବ୍ୟବସାୟ?” ସେମାନେ ଫାରୋଙ୍କୁ କହିଲେ, “ଆପଣଙ୍କର ଏହି ଦାସମାନେ ପୂର୍ବପୁରୁଷାନୁକ୍ରମେ ପଶୁପାଳକ।” See the chapter |