ଆଦି ପୁସ୍ତକ 48:3 - ପବିତ୍ର ବାଇବଲ3 ଏହା ପରେ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ସର୍ବଶକ୍ତିମାନ ପରମେଶ୍ୱର କିଣାନ ଦେଶର ଲୁସ୍ ନାମକ ସ୍ଥାନରେ ମୋତେ ଦର୍ଶନ ଦେଲେ, ପରମେଶ୍ୱର ସେଠାରେ ମୋତେ ଆଶୀର୍ବାଦ କଲେ। See the chapterପବିତ୍ର ବାଇବଲ (Re-edited) - (BSI)3 ଅନନ୍ତର ଯାକୁବ ଯୋଷେଫଙ୍କୁ କହିଲେ, କିଣାନ ଦେଶରେ ଲୁସ ନାମକ ସ୍ଥାନରେ ସର୍ବଶକ୍ତିମାନ ପରମେଶ୍ଵର ମୋତେ ଦର୍ଶନ ଦେଇ ଆଶୀର୍ବାଦ କରି ଏହା କହିଥିଲେ, See the chapterଓଡିଆ ବାଇବେଲ3 ଏଥିଉତ୍ତାରେ ଯାକୁବ ଯୋଷେଫଙ୍କୁ କହିଲେ, “କିଣାନ ଦେଶରେ ଲୂସ୍ ନାମକ ସ୍ଥାନରେ ସର୍ବଶକ୍ତିମାନ ପରମେଶ୍ୱର ମୋତେ ଦର୍ଶନ ଦେଇ ଆଶୀର୍ବାଦ କରି ଏହା କହିଥିଲେ, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଥିଉତ୍ତାରେ ଯାକୁବ ଯୋଷେଫଙ୍କୁ କହିଲେ, “କିଣାନ ଦେଶରେ ଲୂସ୍ ନାମକ ସ୍ଥାନରେ ସର୍ବଶକ୍ତିମାନ ପରମେଶ୍ୱର ମୋତେ ଦର୍ଶନ ଦେଇ ଆଶୀର୍ବାଦ କରି ଏହା କହିଥିଲେ, See the chapter |