ଆଦି ପୁସ୍ତକ 49:28 - ପବିତ୍ର ବାଇବଲ28 ଏମାନେ ଇସ୍ରାଏଲର ଦ୍ୱାଦଶ ଗୋଷ୍ଠୀ। ଏମାନଙ୍କ ପିତା ଆଶୀର୍ବାଦ କରିବା ବେଳେ ଏହି କଥା କହି, ଏମାନଙ୍କର ପ୍ରତି ଜଣକୁ ବିଶେଷ ଆଶୀର୍ବାଦ କଲେ। See the chapterପବିତ୍ର ବାଇବଲ (Re-edited) - (BSI)28 ଏମାନେ ଇସ୍ରାଏଲଙ୍କର ଦ୍ଵାଦଶ ବଂଶ; ଏମାନଙ୍କ ପିତା ଆଶୀର୍ବାଦ କରିବା ବେଳେ ଏହି କଥା କହି ଏମାନଙ୍କର ପ୍ରତି ଜଣକୁ ବିଶେଷ ଆଶୀର୍ବାଦ କଲେ। See the chapterଓଡିଆ ବାଇବେଲ28 ଏମାନେ ଇସ୍ରାଏଲଙ୍କର ଦ୍ୱାଦଶ ବଂଶ; ଏମାନଙ୍କ ପିତା ଆଶୀର୍ବାଦ କରିବା ବେଳେ ଏହି କଥା କହି ଏମାନଙ୍କର ପ୍ରତି ଜଣକୁ ବିଶେଷ ବିଶେଷ ଆଶୀର୍ବାଦ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଏମାନେ ଇସ୍ରାଏଲଙ୍କର ଦ୍ୱାଦଶ ବଂଶ; ଏମାନଙ୍କ ପିତା ଆଶୀର୍ବାଦ କରିବା ବେଳେ ଏହି କଥା କହି ଏମାନଙ୍କର ପ୍ରତି ଜଣକୁ ବିଶେଷ ବିଶେଷ ଆଶୀର୍ବାଦ କଲେ। See the chapter |