Online Bible

- Advertisements -

ଆଦି ପୁସ୍ତକ 49:33 - ପବିତ୍ର ବାଇବଲ

33 ଯାକୁବ ତାଙ୍କର ପିଲାମାନଙ୍କ ସହିତ କଥାବାର୍ତ୍ତା କଲା ପରେ, ସେ ଶଯ୍ୟାରେ ଦୁଇପାଦ ଏକତ୍ର ବିଛଣା ଭିତରକୁ କରି ପ୍ରାଣତ୍ୟାଗ କଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

33 ଏହିରୂପେ ଯାକୁବ ଆପଣା ପୁତ୍ରମାନଙ୍କୁ ଆଜ୍ଞା ଦେବାର ସମାପ୍ତ କଲା ଉତ୍ତାରେ ଶଯ୍ୟାରେ ଦୁଇ ପାଦ ଏକତ୍ର କରି ପ୍ରାଣତ୍ୟାଗ କଲେ ଓ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ।

See the chapter Copy

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ଏହିରୂପେ ଯାକୁବ ଆପଣା ପୁତ୍ରମାନଙ୍କୁ ଆଜ୍ଞା ଦେବାର ସମାପ୍ତ କଲା ଉତ୍ତାରେ ଶଯ୍ୟାରେ ଦୁଇ ପାଦ ଏକତ୍ର କରି ପ୍ରାଣତ୍ୟାଗ କଲେ ଓ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ।

See the chapter Copy

ଆଦି ପୁସ୍ତକ 49:33

Follow us:

Advertisements

Advertisements