ଆଦି ପୁସ୍ତକ 49:9 - ପବିତ୍ର ବାଇବଲ9 ଯିହୁଦା ଏକ ସିଂହ ପରି ଅଟେ। ହେ ମୋହର ପୁତ୍ର, ତୁମ୍ଭେ ତୁମ୍ଭର ଶିକାରକୁ ବଧ କରିଛ। ସେ ବିଶ୍ରାମ ନେବା ପାଇଁ ଗଡ଼ିପଡ଼େ। ସେ ସିଂହ ଓ ସିଂହୀର ନ୍ୟାୟ ଶୟନ କଲା। କେହି ତାହାକୁ ଉଠାଇ ପାରବ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)9 ଯିହୁଦା ସିଂହଶାବକ; ହେ ପୁତ୍ର, ତୁମ୍ଭେ ମୃଗ ବିଦାରଣରୁ ଉଠି ଆସିଲ; ସେ ନଇଁ ପଡ଼ିଲା, ସେ ସିଂହ ଓ ସିଂହୀର ନ୍ୟାୟ ଶୟନ କଲା, କିଏ ତାହାକୁ ଉଠାଇବ? See the chapterଓଡିଆ ବାଇବେଲ9 ଯିହୁଦା ସିଂହଶାବକ; ହେ ପୁତ୍ର, ତୁମ୍ଭେ ମୃଗ ବିଦାରଣରୁ ଉଠି ଆସିଲ; ସେ ନଇଁ ପଡ଼ିଲା, ସେ ସିଂହ ଓ ସିଂହୀର ନ୍ୟାୟ ଶୟନ କଲା, କିଏ ତାହାକୁ ଉଠାଇବ ? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଯିହୁଦା ସିଂହଶାବକ; ହେ ପୁତ୍ର, ତୁମ୍ଭେ ମୃଗ ବିଦାରଣରୁ ଉଠି ଆସିଲ; ସେ ନଇଁ ପଡ଼ିଲା, ସେ ସିଂହ ଓ ସିଂହୀର ନ୍ୟାୟ ଶୟନ କଲା, କିଏ ତାହାକୁ ଉଠାଇବ? See the chapter |