ଆଦି ପୁସ୍ତକ 5:4 - ପବିତ୍ର ବାଇବଲ4 ଶେଥର ଜନ୍ମ ପରେ ଆଦମ 800 ବର୍ଷ ବଞ୍ଚିଲା। ସେହି ସମୟରେ ଆଉ ପୁତ୍ରକନ୍ୟାମାନଙ୍କୁ ଜନ୍ମ କଲା। See the chapterପବିତ୍ର ବାଇବଲ (Re-edited) - (BSI)4 ଶେଥର ଜନ୍ମ ଉତ୍ତାରେ ଆଦମ ଆଠଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ। See the chapterଓଡିଆ ବାଇବେଲ4 ଶେଥର ଜନ୍ମ ଉତ୍ତାରେ ଆଦମ ଆଠଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଶେଥର ଜନ୍ମ ଉତ୍ତାରେ ଆଦମ ଆଠ ଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ। See the chapter |