ଆଦି ପୁସ୍ତକ 50:3 - ପବିତ୍ର ବାଇବଲ3 ମିଶରୀୟ ଲୋକମାନେ ତାଙ୍କ ପାଇଁ ସତୁରି ଦିନ ଯାଏ ଶୋକ କଲେ। ଶରୀର ସଂସ୍କାର ନିମନ୍ତେ ପ୍ରସ୍ତୁତ ଗ୍ଭଳିଶ୍ ଦିନରେ ଶେଷ ହେଲା। See the chapterପବିତ୍ର ବାଇବଲ (Re-edited) - (BSI)3 ତାହା ପାଇଁ ଚାଳିଶ ଦିନ ଲାଗିଲା; ଯେହେତୁ ପୂତିଘ୍ନ ଦ୍ରବ୍ୟାକ୍ତ କରିବାକୁ ଚାଳିଶ ଦିନ ଲାଗେ; ପୁଣି ମିସ୍ରୀୟ ଲୋକମାନେ ତାଙ୍କ ନିମନ୍ତେ ସତୁରି ଦିନ ଯାଏ ଶୋକ କଲେ। See the chapterଓଡିଆ ବାଇବେଲ3 ତାହା ପାଇଁ ଚାଳିଶ ଦିନ ଲାଗିଲା; ଯେହେତୁ ପୂତିଘ୍ନ ଦ୍ରବ୍ୟାକ୍ତ କରିବାକୁ ଚାଳିଶ ଦିନ ଲାଗେ; ପୁଣି, ମିସ୍ରୀୟ ଲୋକମାନେ ତାଙ୍କ ନିମନ୍ତେ ସତୁରି ଦିନ ଯାଏ ଶୋକ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତାହା ପାଇଁ ଚାଳିଶ ଦିନ ଲାଗିଲା; ଯେହେତୁ ପୂତିଘ୍ନ ଦ୍ରବ୍ୟାକ୍ତ କରିବାକୁ ଚାଳିଶ ଦିନ ଲାଗେ; ପୁଣି, ମିସରୀୟ ଲୋକମାନେ ତାଙ୍କ ନିମନ୍ତେ ସତୁରି ଦିନ ଯାଏ ଶୋକ କଲେ। See the chapter |